ଅପରାଧଓଡ଼ିଶାଜିଲ୍ଲା ଗୋପାଳ ଦାସଙ୍କ ଗଲା ଚାକିରି By SATYA SANDHANA DESK Last updated Jan 30, 2023 0 122 Share ଝାରସୁଗୁଡ଼ା,୩୦ା୧(ଏସଏସନିଉଜ) ଚାକିରିରୁ ବିଦାହୋଇଛନ୍ତି ମନ୍ତ୍ରୀ ନବଦାସଙ୍କ ହତ୍ୟା ଅଭିଯୁକ୍ତ ପୋଲିସ ଇଝଓ ଗୋପାଳକୃଷ୍ଣ ଦାସ । ଝାରସୁଗୁଡ଼ା ଏସ୍ପି ଗୋପାଳଙ୍କୁ ଚାକିରିରି ବରଖାସ୍ତ କରିଛନ୍ତି। ଗତକାଲିଠାରୁ ଅଟକ ଥିବା ଗୋପାଳ ଦାସଙ୍କୁ ଆଜି ଗିରଫ କରାଯାଇଛି ବୋଲି କ୍ରାଇମବ୍ରାଞ୍ଚ ସୂଚନା ଦେଇଛି। 0 122 Share FacebookTwitterGoogle+ReddItWhatsAppPinterestEmail