ଗୁଜରାଟ ଗସ୍ତରେ ପ୍ରଧାନମନ୍ତ୍ରୀ

0 347

ଭୁବନେଶ୍ୱର,୧୭/୬(ଏସ ଏସ ନିଉଜ)ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଦୁଇ ଦିନିଆ ଗୁଜରାଟ ଗସ୍ତରେ ଯାଇଛନ୍ତି ।
ଏହି ଗସ୍ତକାଳରେ ଆସନ୍ତାକାଲି ଅର୍ଥାତ୍‌ ଜୁନ ୧୮ ତାରିଖ ପୂର୍ବାହ୍ନ ପ୍ରାୟ ୯.୧୫ରେ ପ୍ରଧାନମନ୍ତ୍ରୀ ପାଭଗଡ ପାହାଡରେ ପୁନଃନିର୍ମିତ କାଳିକା ମାତା ମନ୍ଦିର ଦର୍ଶନ କରିବା ସହ ଏହାର ଉଦ୍‌ଘାଟନ କରିବେ ।ପରେ ଭିରାସତ ଭ୍ୟାନ ପରିଦର୍ଶନ କରିବେ ।ଏହା ପରେ ଭଦୋଦରା ଠାରେ ଗୁଜରାର ଗୌରବ ଅଭିଯାନରେ ଅଂଶଗ୍ରହଣ କରି ସେଠାରେ ପ୍ରାୟ ୨୧ ହଜାର କୋଟିରୁ ଉର୍ଦ୍ଧ୍ଵ ମୂଲ୍ୟର ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ ।

Leave A Reply

Your email address will not be published.