ଗୁଜୁରାଟ ପହଂଚିଲେ ପ୍ରଧାନମନ୍ତ୍ରୀ

0 202

ଭୁବନେଶ୍ୱର,୧୯/୫(ଏସଏସନିୟୁଜ) ସାମୁଦ୍ରିକ ଝଡ ତୌକତେ ପ୍ରଭାବରେ ହୋଇଥିବା ଧନଜୀବନ କ୍ଷୟକ୍ଷତିର ଆକଳନ ପାଇଁ ଗୁଜୁରାଟ ପହଂଚିଲେ ପ୍ରଧାନମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀ ପ୍ରଧାନମନ୍ତ୍ରୀ ଙ୍କୁ ସ୍ୱାଗତ କରିଥିଲେ । ପ୍ରଭାବିତ ଅମରେଲି, ଗିର ସୋମନାଥ ଓ ଭାବାନଗର ଜିଲ୍ଲା ଗୁଡିକରେ ହୋଇଥିବା କ୍ଷତି ଉଡାଜାହଜରେ ବସ ଅନୁଧ୍ୟାନ କରିଥିଲେ । ପ୍ରଭାବିତ ଅଞ୍ଚଳର ସମୀକ୍ଷା ପରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦରେ ବୈଠକରେ ଯୋଗ ଦେବେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ, ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ବୋଲି ଜଣାପଡିଛି ।

Leave A Reply

Your email address will not be published.