ହାଇଦରର ପୁଅକୁ ଆଜୀବନ କାରାଦଣ୍ଡ

0 179

କେନ୍ଦ୍ରାପଡ଼ା ,୪/୧୦(ଏସଏସନିୟୁଜ) ୧୧ବର୍ଷ ଧରି ବିଚାରଧିନ କଏଦୀ ଭାବେ ଜେଲରେ ଥିବା ଗ୍ୟାଙ୍ଗଷ୍ଟର ହାଇଦରର ବଡ ପୁଅ ସେକ କାଦିର ଓରଫ ମୁନ୍ନାକୁ ଆଜୀବନ କାରାଦଣ୍ଡ ହୋଇଛି । ଆଳିରେ ଜଣେ ବ୍ୟବସାୟୀଙ୍କୁ ହତ୍ୟା ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ଦୌରା ଜଜ । ଆଳିରେ ଜଣେ ବ୍ୟବସାୟୀଙ୍କୁ ୨୦୧୧ମସିହାରେ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା ।

Leave A Reply

Your email address will not be published.