ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ସୂର୍ଯ୍ୟ ପାତ୍ର

0 185

ଭୁବନେଶ୍ୱର,୫/୬(ଏସ ଏସ ନିଉଜ) ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।ସୂର୍ଯ୍ୟ ନାରାୟଣ ପାତ୍ରଙ୍କର ଗୁରୁତର କିଡନୀ ସମସ୍ୟା ସହ ବାମ ଆଖିରେ ସଂକ୍ରମଣ ହୋଇଛି। ଏଥିପାଇଁ ଗତ ୧୪ ଦିନ ଧରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହେବା ସହ ତାଙ୍କର ଚିକିତ୍ସା ଚାଲିଛି। ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.