ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

0 143

ଭୁବନେଶ୍ୱର,୩/୮(ଏସଏସନିଉଜ) ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ସରକାରଙ୍କ ତରଫରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୂଯାୟୀ ଆଇଏଏଏସ ବିଷ୍ଣୁପଦ ସେଠୀ ଉଚ୍ଚଶିକ୍ଷା ବିଭାଗ ସଚିବ ସହ ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ଦାୟିତ୍ୱ ରେ ରହିଛନ୍ତି । ସଞ୍ଚୟ କୁମାର ସିଂହଙ୍କୁ ଗ୍ରାମ୍ୟ ଉନ୍ନୟନ ପ୍ରମୁଖ ସଚିବ ଓ ତାଙ୍କୁ ସୂଚନା ଏବଂ ଲୋକସଂପର୍କ ବିଭାଗ ସଚିବ ଏବଂ ବିଡିଏ ଭିସି ଭାବରେ ମଧ୍ୟ ଅତିରିକ୍ତି ଦାୟିତ୍ୱ ,ଅଶ୍ୱଥି ଏସଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ,ଆଇଏଏସ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ ସଶକ୍ତିକରଣ ସଚିବ ସହ ମତ୍ସ୍ୟ ଓ ପ୍ରାଣୀସମ୍ଦ ବିଭାଗ ଅତିରିକ୍ତ ଦାୟିତ୍ୱ ମିଳିଛି ।

 

Leave A Reply

Your email address will not be published.