ଜେଲ ବିଭାଗରେ ଅଦଳବଦଳ

0 150

ଭୁବନେଶ୍ୱର,୧୩/୫(ଏସଏସନିୟୁଜ) ଆଜି ରାଜ୍ୟ ସରକାର ଭୁବନେଶ୍ୱର, ପୁରୀ ଓ ବଲାଙ୍ଗିର ଜେଲ୍‌ର ୩ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟଙ୍କ ଅଦଳବଦଳ କରିଛନ୍ତି । ବଦଳିଲେ ଝାରପଡ଼ା ଜେଲ ସୁପରିଟେଣ୍ଡେଣ୍ଟ ଧୀରେନ୍ଦ୍ର ନାଥ ବାରିକ । ଝାରପଡ଼ା ଜେଲ ସୁପରିଟେଣ୍ଡେଣ୍ଟ ଧୀରେନ୍ଦ୍ର ନାଥ ବାରିକଙ୍କୁ ବଲାଙ୍ଗିର ଜେଲକୁ ବଦଳିକରାଯାଇ ତାଙ୍କସ୍ଥାନରେ ପୁରୀ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ସରୋଜ କୁମାର ବିଶ୍ବାଳଙ୍କୁ ଅବସ୍ଥାପିତ କରାଯାଇଛି । ବଲାଙ୍ଗିର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ଉର୍ମିଳା ମିଞ୍ଜ୍‌ଙ୍କୁ ପୁରୀ ଜେଲ୍‌ର ସୁପରିଣ୍ଟେଣ୍ଡେଣ୍ଟ ଭାବେ ବଦଳି କରାଯାଇଛି।

Leave A Reply

Your email address will not be published.