ଜଳିଗଲା ବସ୍

ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଢେଙ୍କାନାଳ,୨୬।୪(ଏସଏସନିଉଜ) ନିଆଁ ଲାଗି ଜଳିଗଲା ବସ୍, ବର୍ତ୍ତିଯାଇଛନ୍ତି ଯାତ୍ରୀ।
ଏନ୍ଏଚ୍ ୫୫ ଆନନ୍ଦନଗର ନିକଟରେ ଜଳିଗଲା ବସ୍।ବସ୍‌ଟି ଅନୁଗୁଳରୁ ଭୁବନେଶ୍ବର ଆସୁଥିବା ବେଳେ ଅଘଟଣ ଘଟିଛି।ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବାବେଳେ ଦମକଳ ବାହିନୀ ଦ୍ବାରା ନିଆଁକୁ ଆୟତ୍ତ କରାଯାଉଛି।

- Advertisement -

Leave A Reply

Your email address will not be published.