ଜନବିରୋଧୀ ବ୍ୟକ୍ତିଙ୍କୁ ନେଉଛି BJP !

0 46

ଭୁବନେଶ୍ୱର,୩ା୩(ଏସଏସନିଉଜ)ବିଜେଡିମୁଖପାତ୍ର ସ୍ବୟଂପ୍ରକାଶ ମହାପାତ୍ରଙ୍କ BJPରେ BJD ନେତାଙ୍କ ସାମିଲ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିମୁଖପାତ୍ର ସ୍ବୟଂପ୍ରକାଶ ମହାପାତ୍ର ।ସେଏକ ପ୍ରେସମିଟ୍ ରେ କହିଛନ୍ତି ଯେ, ନୂଆନେତା ତିଆରିକରିବାରେ ବିଜେପି ସକ୍ଷମନୁହେଁ ।୨୦୧୯ ତୁଳନାରେ ୨୪ରେ ନୈରାଶ୍ୟଜନକ ପ୍ରଦର୍ଶନ କରିବBJP ।ଜନବିରୋଧୀ ବ୍ୟକ୍ତିଙ୍କୁ ଦଳରେ ମିଶାଉଛି ବିଜେପି ।୨୦୧୯ ଫର୍ମୁଲାକୁ ଆପଣାଉଛି ବିଜେପି ବୋଲି ସ୍ବୟମ ପ୍ରକାଶ କହିଛନ୍ତି ।ସେପୁଣି କହିଛନ୍ତି ବିଜେଡିରୁ ତଡ଼ାଖାଇଥିବା ନେତାଙ୍କୁ ବିଜେପି ଆପଣାଉଛି ।ଟିକେଟ ସମ୍ଭବନା ନ ଥିବା ନେତାଙ୍କୁ ସାମିଲ କରୁଛି ବିଜେପି ।ଗତ ନିର୍ବାଚନ ଅପେକ୍ଷା ଖରାପ ପ୍ରଦର୍ଶନ କରିବ ବିଜେପି ।କାରଣ ଏହିଭଳି ନେତାଙ୍କୁ ଗ୍ରହଣ କରିବେନି ରାଜ୍ୟବାସୀ ବୋଲି କହିଛନ୍ତି ।

Leave A Reply

Your email address will not be published.