ଜାନୁ ଆମେ ଫଶିଗଲେ

0 257

 

ଭୁବନେଶ୍ୱର,୨୫/୧୦(ଏସଏସ ନିଉଜ)ଜେଲରେ ଅର୍ଚ୍ଚନା- ଜଗବନ୍ଧୁଙ୍କୁ ମିଳୁନି ରାଜପଲଙ୍କ। ଶୋଇବାକୁ ପଡୁଛି ଭଙ୍ଗାଖଟରେ ।ମିଳୁନି ଫାଇଭ୍ଷ୍ଟାର ହୋଟେଲର ଖାଇବା। ୨୦ ମିନିଟ୍ ର କଥା ବାର୍ତ୍ତାରେ କିଛି ଏମିତି ସୁଃଖ ଦୁଃଖ ହୋଇଥିଲେ ଅର୍ଚ୍ଚନା-ଜଗବନ୍ଧୁ ।

Leave A Reply

Your email address will not be published.