ଭୁବନେଶ୍ୱର,୨୪।୭(ଏସଏସନିଉଜ)ରାଜଧାନୀରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।
ବ୍ଲାକମେଲିଂରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।ଘର ଭିତରୁ ସନ୍ଦେହଜନକ ଭାବେ ଦିବ୍ୟାଙ୍ଗ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।ମୃତ ଯୁବତୀଙ୍କ ଘର ରାୟଗଡ଼ାରେ ହୋଇଥିବା ବେଳେ ସେ +୩ ଛାତ୍ରୀ ଥିଲେ।ଚନ୍ଦ୍ରଶେଖରପୁରରେ ରହି ହୋଟେଲରେ କାମ କରୁଥିଲେ ।
Prev Post
Next Post
