+୩ ନାମଲେଖା ପାଇଁ ଅଗଷ୍ଟ ୧୧ରୁ୨୫ ଯାଏଁ ଆବେଦନ

0 168

ଭୁବନେଶ୍ୱର,୮/୮(ଏସଏସନିଉଜ)+୩ ନାମଲେଖା ପାଇଁ ଅଗଷ୍ଟ ୧୧ରୁ ୨୫ ଯାଏଁ ଆବେଦନ କରିପାରିବେ । ଅଗଷ୍ଟ ୩୧ ତାରିଖରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ ।ଏହାପରେ ସପ୍ଟେମ୍ବର ୨ରୁ ୫ ଯାଏଁ ପ୍ରଥମ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ । ସେପ୍ଟେମ୍ବର ୧୧ରେ ଦ୍ୱିତିୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ । ସେପ୍ଟେମ୍ବର ୧୨ରୁ ୧୪ ଯାଏଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବ । ଶେଷରେ ୧୬ ତାରିଖରେ ଖାଲିଥିବା ସିଟ ତାଲିକା ପ୍ରକାଶ ପାଇବ ।ପୂର୍ବରୁ ବିଜ୍ଞାନ, ବାଣିଜ୍ୟ ଫଳ ପ୍ରକାଶ ପାଇଥିବା ବେଳେ ଆଜି କଳା ରେଜଲ୍ଟ ପ୍ରକାଶ ପାଇଛି ।

Leave A Reply

Your email address will not be published.