ଜୁଲାଇ ୪ରୁ୮ OJEE

0 209

ଭୁବନେଶ୍ୱର,୧/୬(ଏସ ଏସ ନିଉଜ)OJEE-୨୦୨୨ ପାଇଁ ପ୍ରକାଶ ପାଇଲା ପରୀକ୍ଷା ସୂଚୀଜୁଲାଇ ୪ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ୮ ତାରିଖରେ ସରିବ।ପ୍ରତିଦିନସକାଳ ୯ଟାରୁ ଆରମ୍ଭ ହୋଇ ୩ଟି ସିଫ୍ଟରେ ପରୀକ୍ଷା ହେବ ।ଜୁଲାଇ ୪ରେ ୩ଟି ଯାକ ସିଫ୍ଟରେ ଲାଟେରାଲ୍ ଏଣ୍ଟ୍ରି ଡିପ୍ଲୋମା ପରୀକ୍ଷା ହେବ।ଜୁଲାଇ ୫ର ୧ମ ଓ ୨ୟ ସିଫ୍ଟରେ MCA/M.Sc ପରୀକ୍ଷା ଓ ଜୁଲାଇ ୫ରେ ୩ୟ ସିଫ୍ଟରେ M.Tech, M.Arch, M.Pharm, B.CAT ପରୀକ୍ଷା ହେବ।୬ ତାରିଖରେ ପ୍ରଥମ ୨ଟି ସିଫ୍ଟରେ MBA, ୨ୟ ସିଫ୍ଟରେ ଇଣ୍ଟିଗ୍ରେଟେଡ୍ MBA ଓ ୮ ତାରିଖରେ କେବଳ ୧ମ ଓ ୨ୟ ସିଫ୍ଟରେ B.pharm ପ୍ରବେଶିକା ପରୀକ୍ଷା ହେବ ବୋଲି ଜଣାପଡିଛି ।

 

Leave A Reply

Your email address will not be published.