ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ +୨ ରେଜଲ୍ଟ,

0 158

ଭୁବନେଶ୍ୱର,୯/୭(ଏସଏସନିୟୁଜ) ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମତେ ଆସନ୍ତା ୩୧ ତାରିଖ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପାଇବା ପାଇଁ ପ୍ରସ୍ତୁତି ଚାଲିଛି । ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇଁ ଆମେ ଚେଷ୍ଟା କରୁଛୁ। ନହେଲେ ଅତିବେଶୀରେ ଆଉ ଦିନେ ଦୁଇ ଦିନ ଲାଗିପାରେ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି । ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମଲେଖା ପାଇଁ ସିଟ୍ ସମସ୍ୟା ହେବନି ବୋଲି ଆଶ୍ୱାସନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ଆବଶ୍ୟକ ସ୍ଥଳେ କଲେଜକୁ ଆଧାର କରି ସିଟ୍ ବୃଦ୍ଧି କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.