ଜୁନ୍ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ୍ ରେଜଲ୍ଟ

0 150

ଭୁବନେଶ୍ୱର,୧୩/୬(ଏସଏସନିୟୁଜ) ଜୁନ୍ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବାନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ମାଟ୍ରିକ ମୂଲ୍ୟାୟନ କାର‌୍ୟ୍ୟ ସଠିକ୍ ଭାବେ ଚାଲିଥିବାବେଳେ ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରାଯାଉଛି ବୋଲି କହିଛନ୍ତି । ଆସନ୍ତା ୧୭ରୁ ୟୁଟ୍ୟୁବରେ ନବମ ଓ ଦଶମ ପିଲାଙ୍କୁ ଶାକ୍ଷାଦାନ ଦିଆଯିବ । ଏବେ ସ୍କୁଲ ଖୋଲିବା ସମ୍ଭବ ନଥିବାବେଳେ ବିଶେଷଜ୍ଞ ଓ ମୁଖ୍ୟମନ୍ତ୍ରୀ ସ୍କୁଲ ଖୋଲିବା ନିଷ୍ପତ୍ତି ନେବେ ବୋଲି କହିଛନ୍ତି ।

Leave A Reply

Your email address will not be published.