କାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

0 185

ଭୁବନେଶ୍ବର,୨୪/୬(ଏସ ଏସ ନିିିଉଜ) ଆସନ୍ତା କାଲି ଅର୍ଥାତ ଶୁକ୍ରବାରଦିନ ପ୍ରକାଶ ପାଇବ ଏ ବର୍ଷର ମାଟ୍ରିକ ପରୀକ୍ଷା ଫଳାଫଳ । ପରୀକ୍ଷା ଫଳକୁ ଆସନ୍ତାକାଲି ଅପରାହ୍ଣ ୧ଟାରେ ପରୀକ୍ଷା କମିଟି ନିକଟରେ ଉପସ୍ଥାପନ କରାଯିବ। ପରୀକ୍ଷା କମିଟିର ଅନୁମୋଦନ ପରେ ପରୀକ୍ଷା ଫଳ ଆସନ୍ତା କାଲି ଅପରାହ୍ଣ ୪ଟାରେ କଟକସ୍ଥିତ ମାଧ୍ୟବିକ ଶିକ୍ଷା ବୋର୍ଡର ମୁଖ୍ୟ କାର୍ଯ୍ୟାଳୟରେ ପ୍ରକାଶ କରାଯିବ। ସଂଧ୍ୟା ୬ଟା ପରଠାରୁ ଏହା ବୋର୍ଡର ୱେବସାଇଟ  ଏହା ପ୍ରକାଶ ପାଇବ । ଏହା ସହିତ ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ଫଳ ବି ପ୍ରକାଶ ପାଇବ ବୋଲି । ରେଜଲ୍ଟ ସଂଧ୍ୟା ୬ଟା ପରେ ଓ୍ବେବସାଇଟ (bseodisha.ac.in ଓ bseodisha.nic.in ) ରେ ଉବଲବ୍ଧ ହେବ ।ଇଣ୍ଟରନେଟ ସୁବିଧା ନଥିଲେମୋବାଇଲରେ OR01<ରୋଲ ନଂ> ଟାଇପ କରି ୫୬୭୬୭୫୦ କୁ ଏସଏମଏସ ପଠାଇଲେ ରେଜଲ୍ଟ ମିଳିପାରିବ।

 

Leave A Reply

Your email address will not be published.