କମ୍ପିବ ବରଗଡ଼

0 137

ଭୁୁବନେଶ୍ୱର,୨୭/୧୦(ଏସଏସନିଉଜ)ଆସନ୍ତା ଡିସେମ୍ବର୨୭ରୁ ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଆରମ୍ଭ ହେବାକୁ ଯାଉଛି । ଜାନୁଆରୀ ୬ତାରିଖ ପର‌୍ୟ୍ୟନ୍ତ କମ୍ପିବ ବରଗଡ଼ । ଏଥିପାଇଁ ଏବେଠୁ ବରଗଡ଼ ଜିଲ୍ଲାବାସୀଙ୍କ ମନରେ ଦେଖିବାକୁ ମିଳିଲାଣି ଉତ୍ସାହ । ଧନୁଯାତ୍ରାରେ ବିଭିନ୍ନ ଭୂମିକାରେ ଅଭିନୟ କରିବା ପାଇଁ ଆଜି ଫର୍ମ ପୂରଣ ହୋଇଛି ।

Leave A Reply

Your email address will not be published.