କାର୍ତ୍ତିକ ପୂର୍ଣ୍ଣିମାରେ ବନ୍ଦ ରହିବ ଶ୍ରୀମନ୍ଦିର

0 148

ପୁରୀ,୧୯/୧୧(ଏସଏସନିୟୁଜ) କାର୍ତ୍ତିକ ପୂର୍ଣ୍ଣିମାରେ ଜଗା ଦର୍ଶନ ମନା ।ଯାହାଫଳରେ ଭକ୍ତମାନେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ ଦର୍ଶନରୁ ବଞ୍ଚିତ ହେବେ ।କରୋନା ଓ ଭିଡ଼କୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏହିଭଳି ନିଷ୍ପତି ନେଇଛନ୍ତି ।ଜଗା ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂଆ ମାର୍ଗଦର୍ଶିକା ଜାରି କରାଯାଇଛି ।ଏହିଆଧାରରେ ଶୁକ୍ରବାର ଅର୍ଥାତ କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ବନ୍ଦ ରହିବ ।

Leave A Reply

Your email address will not be published.