କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି

0 302

ଭୁବନେଶ୍ୱର,୨୧/୫(ଏସଏସନିୟୁଜ) ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କ ପାଇଁ ନୂଆ ସବସିଡି ଘୋଷଣା କରିଛନ୍ତି କେନ୍ଦ୍ରସରକାର । ଏହି ସବସିଡି କେବଳ ୧୨ଟି ସିଲିଣ୍ଡର ପର‌୍ୟ୍ୟନ୍ତ ପ୍ରଦାନ କରାଯିବ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି । ଏହି ସବସିଡି କେବଳ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାର ଲାଭାର୍ଥୀମାନେ ପାଇପାରିବେ । ପ୍ରତ୍ୟେକ ଲାଭାର୍ଥୀ ପ୍ରତି ଗ୍ୟାସ ସିଲିଣ୍ଡର ପିଛା ୨୦୦ ଟଙ୍କାର ସବସିଡି ପାଇବେ । ଆସନ୍ତାକାଲି ସକାଳ ୬ଟା ଠାରୁ ଏହି ନୂଆ ଦର ଲାଗୁ ହେବ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.