କଟକ,୨୪/୮(ଏସ ଏସ ନିଉଜ) ଯୋବ୍ରା ବ୍ୟାରେଜ୍ରୁ ମହାନଦୀ କୁ ଡେଇଁଲେ ବୟସ୍କ ନାଗରିକ। ତାଙ୍କ ନାମ ରତ୍ନାକର ଦାସ। ଘର ମହାନଦୀବିହାର ଅଞ୍ଚଳରେ। ଅଗ୍ନିଶମ ବିଭାଗ ତାଙ୍କୁ ଉଦ୍ଧାର କରି ଏସ୍ସିବି ମେଡିକାଲକୁ ପଠାଇଲେ। ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି।

Prev Post
Next Post