ମାଗଣା ମିଳିବ ଟିକା’-ମୁଖ୍ୟମନ୍ତ୍ରୀ

0 268

ଭୁବନେଶ୍ୱର,୨୫/୪( ଏସଏସନିୟୁଜ) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, କରୋନା ବଢିଚାଲିଥିବାବେଳେ ଗତବର୍ଷ ଠାରୁ ଏବର୍ଷର ସ୍ଥିତି ଆହୁରି ଭୟଙ୍କର ହେବ । ପରିସ୍ଥିତି ଭୟାବହତାକୁ ବୁଝିବା ସହ କୋଭିଡ୍ ଗାଇଡ୍ ଲାଇନ୍‌କୁ ମାନିବା ଲାଗି ରାଜ୍ୟବାସୀଙ୍କୁ ନବୀନ ଆହ୍ୱାନ ଦେଇଛନ୍ତି ।ଏହିଅବସରରେ ଆସନ୍ତା ୧ ତାରିଖରୁ ଆରମ୍ଭ ହେଉଥିବା ସାବାଳକ ଟିକାକରଣକୁ ରାଜ୍ୟର ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ମାଗଣାରେ ଟିକା ମିଳିବ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିବା ସହ ଏ ବାବଦରେ ରାଜକୋଷରୁ ୨ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି କହିଛନ୍ତି ।

Leave A Reply

Your email address will not be published.