ମହାବାରୁଣୀ ଭିଡ଼

0 39

ଭୁବନେଶ୍ୱର,୬।୪(ଏସଏସନିଉଜ)ଆଜି ମହାବାରୁଣୀ ପାଇଁ ବିଭିନ୍ନ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଆଜି ଭୋରୁ ଶ୍ରଦ୍ଧାଳୁମାନେ ପୁଣ୍ୟତୋୟା ବୈତରଣୀ ନଦୀ ଓ ଚିତ୍ରୋତ୍ପଳା ନଦୀ ସମେତ ଅନ୍ୟାନ୍ୟ ନଦୀରେ ବୁଡ଼ ପକାଇ ପୁଣ୍ୟ ଅର୍ଜନ କରିଛନ୍ତି।ପ୍ରବଳ ଭିଡ଼ ହେବାର ସମ୍ଭାବନା ଥିବାରୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ଵ୍ୟଵସ୍ଥାମାନ ଗ୍ରହଣ କରାଯାଇଛି ।

Leave A Reply

Your email address will not be published.