ମହାନଦୀରେ ବୁଡ଼ି ଯୁବକ ମୃତ

0 36

କଟକ,୭ା୪(ଏସଏସନିଉଜ)କଟକରେ ମହାନଦୀର ତୁଳସୀପୁର ହାତୀଗଡ଼ା ଘାଟରେ ରବିବାର ଘଟିଛି ଏକ ଅଭାବନୀୟ ଘଟଣା । ଜେଜେ ବାପାଙ୍କ ଶୁଦ୍ଧିକ୍ରିୟା କାମରେ ଯୋଗ ଦେବାକୁ ଆସିଥିବା ଜଣେ ଯୁବକଙ୍କର ନଦୀରେ ବୁଡ଼ି ମୃତ୍ୟୁ ଘଟିଛି । ଶୁଦ୍ଧି କର୍ମରେ ଗାଧୋଇବା ବେଳେ ବୁଡ଼ିଯାଇ ନିଖୋଜ ହୋଇଯାଇଥିଲେ ।ଖବରପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଁଚି ଉଦ୍ଧାର କାର‌୍ୟ୍ୟ ଆରମ୍ଭ କରିଥିଲା ।

Leave A Reply

Your email address will not be published.