ଭୁବନେଶ୍ଵର,୭।୩(ଏସଏସନିଉଜ)ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର।ଘରୋଇ LPG ଗ୍ୟାସ୍ ସିଲିଣ୍ଡର ଦର ୬୦ ଟଙ୍କା ବଢ଼ିଲା।ଦିଲ୍ଲୀରେ ୧୪.୨ କେଜି ଘରୋଇ ସିଲିଣ୍ଡର ଦର ୯୧୩ ଟଙ୍କା ହେଲା।୧୯ କେଜି କମର୍ସିଆଲ୍ LPG ଗ୍ୟାସ୍ ସିଲିଣ୍ଡର ଦର ୧୧୫ ଟଙ୍କା ବୃଦ୍ଧି ପାଇଛି।
ଦିଲ୍ଲୀରେ ୧୮୮୩ ଟଙ୍କା, ମୁମ୍ବାଇରେ ୧୮୩୫ ଟଙ୍କାକୁ ବୃଦ୍ଧି ପାଇଛି।ଆଜିଠାରୁ ନୂଆ ବର୍ଦ୍ଧିତ ଦର ଲାଗୁ ହୋଇଛି।
Prev Post
Next Post
