ମହିଳାହକିରେ ଭାରତକୁ ବ୍ରୋଞ୍ଜ ଓ ବକ୍ସିଂରେ ସ୍ୱର୍ଣ୍ଣ

0 170

ଭୁବନେଶ୍ୱର,୭/୮(ଏସ ଏସ ନିଉଜ)ରାଜ୍ୟଗୋଷ୍ଠୀ କ୍ରୀଡ଼ାର ମହିଳା ହକିରେ ଭାରତକୁ ବ୍ରୋଞ୍ଜ ପଦକ ମିଳିଛି । ନ୍ୟୁଜିଲାଣ୍ଡକୁ ହରାଇ ଭାରତୀୟ ମହିଳାଙ୍କ ବ୍ରୋଞ୍ଜ ପଦକ ହାସଲ ହୋଇଛି। ପେନାଲ୍‌ଟି ସୁଟ୍ ଆଉଟରେ ନ୍ୟୁଜିଲାଣ୍ଡକୁ ହରାଇଛି ଭାରତ । ସେହିଁଭଳି ଭାବେରାଜ୍ୟଗୋଷ୍ଠୀ କ୍ରୀଡ଼ାର ବକ୍ସିଂରେ ଭାରତ ଜିତିଲା ସ୍ୱର୍ଣ୍ଣ । ୪୮ କେଜି ବର୍ଗ ମହିଳା ବକ୍ସିଂରେ ସ୍ୱର୍ଣ୍ଣ ଜିତିଲେ ନିତୁ ଘଂଘାସ ।

 

Leave A Reply

Your email address will not be published.