ବାଲୁଗାଁ,୧୦/୧୦(ଏସଏସ ନିଉଜ)ଜମିବାଡ଼ି ବିବାଦକୁ କେନ୍ଦ୍ରକରି ମହିଳାଙ୍କୁ ବୀଭତ୍ସ ହତ୍ୟା କରାଯାଇଛି।ବାଣପୁର ଥାନା ପଙ୍କାଳଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ୨ ଦେଢ଼ଶୁର ଓ ଜଣେ ଦିଅର ମିଶି ମହିଳାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘରୁ ଭିଡ଼ି ନେଇ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି।ହତ୍ୟାପରେ ୩ ଅଭିଯୁକ୍ତ ଫେରାର୍ ହୋଇଯାଇ ଥିବାବେଳେ ଘଟଣାସ୍ଥଳରେ ପୁଲିସ ପହଂଚି ତଦନ୍ତ ଜାରି ରଖିଛି।
