ମକର ସଂକ୍ରାନ୍ତିରେ ତାରିଣୀ ମନ୍ଦିର ବନ୍ଦ

0 177

କେନ୍ଦୁଝର,୧୩/୧(ଏସ ଏସ ନିଉଜ) କୋଭିଡ ସଂକ୍ରମଣ ସଂଖ୍ୟା ବଢ଼ୁଥିବାରୁ ଶ୍ରଦ୍ଧାଳୁଙ୍କ ପାଇଁ ଘଟଗାଁ ମା’ ତାରିଣୀଙ୍କ ମନ୍ଦିର ୧୪ ତାରିଖ ଦିନ ମନ୍ଦିର ସମ୍ପୂର୍ଣ୍ଣ ବନ୍ଦ ରହିଛି।ମକର ମେଳାରେ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ନେଇ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.