ମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଜୁନାଗଡ଼, ୭/୧୧(ଏସଏସନିୟୁଜ) ଜୁନାଗଡ଼ରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼ କରାଯାଇଛି । ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବା ବେଳେ କଲେଜ ଛକରେ ଗାଡ଼ି ଉପରକୁ ଅଣ୍ଡାମାଡ଼ ସହ କଳାପତାକା ଦେଖାଇ ବିରୋଧ ପ୍ରଦର୍ଶନ କରିଥିଲେ ବିଜେପି କର୍ମୀ ।ମନ୍ତ୍ରୀଙ୍କ ସହ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ଦାସ ମଧ୍ୟ ସେହି କାରରେ ଯାଉଥିବାବେଳେ ଏପରି ହୋଇଥିବାର ଜଣାପଡିଛି ।ଉଭୟେ ଦଳୀୟକାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ ।

- Advertisement -

Leave A Reply

Your email address will not be published.