ମାଟ୍ରିକ ପରୀକ୍ଷା ଦେଲେ ସୋରଡ଼଼ା ବିଧାୟକ

0 234

ଭୁବନେଶ୍ୱର,୩୦/୭(ଏସଏସନିୟୁଜ) ଅଫଲାଇନରେ ମାଟ୍ରିକ ପରିକ୍ଷା ଦେଇଛନ୍ତି ଭଞ୍ଜନଗରର ସୋରଡ଼଼ା ବିଧାୟକ । ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ସୋରଡ଼ା ବାଳିକା ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ପରୀକ୍ଷା ଦେଇଥିବା ସୂଚନା ମିଳିଛି । ଆଜିଠାରୁ ଆରମ୍ଭ ହୋଇଥିବା ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା ଅଗଷ୍ଟ ୫ ତାରିଖ ଯାଏଁ ଚାଲିବ ।

Leave A Reply

Your email address will not be published.