ମାଟ୍ରିକ ରେଜଲ୍ଟରେ ଅସନ୍ତୁଷ୍ଟ ହୋଇ ତାତିଲେ ଛାତ୍ରଛାତ୍ରୀ

0 192

କଟକ,୨୮/୬(ଏସ ଏସ ନିୟୁଜ)ମାଟ୍ରିକ ରେଜଲ୍ଟରେ ଅସନ୍ତୁଷ୍ଟ ହୋଇ ତାତିଲେ ଛାତ୍ରଛାତ୍ରୀ ଓ ଅଭିଭାବକ। କଟକ କଲେଜ ଛକ ସରସ୍ୱତୀ ଶିଶୁ ମନ୍ଦିରରେ ଏନେଇ ହୋହହ୍ଲା କରିଛନ୍ତି। ବୋର୍ଡ ଦେଇଥିବା ନମ୍ବରରେ ତ୍ରୁଟି ଥିବା ଦର୍ଶାଇ ଶିକ୍ଷକଙ୍କୁ ଘେରିଛନ୍ତି ଅଭିଭାବକ ଓ ଛାତ୍ର ଛାତ୍ରୀ। ପୁରୀ ମଧୁବନ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବି ବୋର୍ଡ ଦେଇଥିବା ନମ୍ବରକୁ ନେଇ ଅସନ୍ତୋଷ ଦେଖାଦେଇଛି।

Leave A Reply

Your email address will not be published.