ମୁଖ୍ୟ ଶାସନସଚିବଙ୍କୁ ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର,୨୨ା୩(ଏସଏସନିଉଜ)ମୁଖ୍ୟ ଶାସନସଚିବ ପ୍ରଦୀପଜେନାଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି ।SJTMର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟକରିବେ ।SJTM ପୁରୀମନ୍ଦିରର ପ୍ରଶାସନର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ  କରିବୋ ପୁରୀମନ୍ଦିରର ପ୍ରଶାସନର କାର୍ଯ୍ୟକାରୀ  ଅଧ୍ୟକ୍ଷ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଥିବାର ସାଧାରଣପ୍ରଶାସନ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

- Advertisement -

Leave A Reply

Your email address will not be published.