ମୁଖ୍ୟମନ୍ତ୍ରୀ କିଣିଲେ ବାରବାଟୀ ଟି-୨୦ ପ୍ରଥମ ଟିକଟ

0 163

ଭୁବନେଶ୍ୱର, ୭/୬(ଏସଏସନିଉଜ) କଟକ ବାରବାଟୀରେ ୧୨ ତାରିଖରେ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଥମ ଟିକଟ କିଣିଛନ୍ତି । ନବୀନ ନିବାସରେ ଓସିଏର ସଭାପତି ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଟିକଟ ପ୍ରଦାନ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ. ପାଣ୍ଡିଆନ ଙ୍କ ସହିତ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ଆଞ୍ଚଳିକ ମୁଖ୍ୟ ଦୀପକ ସିଂହ ଓ ଉପସଭାପତି ଅନିମେଷ ବିଶ୍ବାଳ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.