ନଷ୍ଟହେଲା ଗଞ୍ଜେଇ

0 111

ବାଲିଗୁଡା,୨୧ା୧୨(ଏସଏସନିଉଜ) ପୋଲିସ୍ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ଗ୍ରାମପଂଚାୟତ ର ପୁଷାଙ୍ଗିଆ,ପାଲୁଙ୍କିଆ ଓ ଜକିକିଆ ଅଞ୍ଚଳର ୧୪୦ ଏକର ଜଙ୍ଗଲ ଜମିରେ ହୋଇଥିବା ବେଆଇନ୍ ଗଞ୍ଜେଇ ଚାଷକୁ ନଷ୍ଟ ହୋଇଛି ।ଏହି ବାଲିଗୁଡ଼ାଥାନା ଅଞ୍ଚଳରୁ ବେଆଇନ୍ ଗଞ୍ଜେଇ ଚାଷ ଓ ଚୋରା ଚାଲାଣ ରୋକିବାକୁ ଗତ ନଭେମ୍ବର ମାସରୁ ପୋଲିସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି ।

 

Leave A Reply

Your email address will not be published.