ବାତ୍ୟା ପାଇଁ ୧୦ ଜିଲ୍ଲାରେ ଲକ୍‌ଡାଉନ୍‌ କଟକଣା ସାମାନ୍ୟ କୋହଳ

0 196

 

ଭୁବନେଶ୍ୱର: ବାତ୍ୟା ପାଇଁ ଓଡ଼ିଶାର ୧୦ ଜିଲ୍ଲାରେ ଲକ୍‌ଡାଉନ୍‌ କଟକଣା ସାମାନ୍ୟ କୋହଳ ହୋଇଛି। ଏନେଇ SRCଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ୧୦ ଜିଲ୍ଲା ହେଲା- ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଯାଜପୁର, କଟକ ଓ ଖୋର୍ଦ୍ଧା।

ଆଜି ଓ ଆସନ୍ତାକାଲି ସକାଳ ୭ରୁ ଅପରାହ୍ନ ୧ଟା ଯାଏ ଏହି ୧୦ ଜିଲ୍ଲାରେ ଦୋକାନ ଖୋଲା ରହିବ। ରାସ୍ତାକଡ଼, ଗୋଟିକିଆ ଦୋକାନ, ଓମଫେଡ୍ ଦୋକାନ ଇତ୍ୟାଦି ଅପରାହ୍ନ ୧ ଯାଏ ଖୋଲା ରହିବ।

Leave A Reply

Your email address will not be published.