ନବୀନ କହିଲେ ଶ୍ରଦ୍ଧା କିଏ…..

0 104

ଭୁବନେଶ୍ବର,୩ା୧୦(ଏସଏସନିଉଜ) ଶ୍ରଦ୍ଧା କିଏ ବୋଲି ସ୍ପଷ୍ଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଧାନସଭାରେ ବିବୃତି ରଖି ସ୍ପଷ୍ଟ କଲେ ମୁଖ୍ୟମନ୍ତ୍ରୀ.ଶ୍ରଦ୍ଧା ମୋ ଫିଜିଓ ଥେରାପିଷ୍ଟ ବୋଲି କହିଲେ ମୁଖ୍ୟମନ୍ତ୍ରୀ.ମୋ ଭଉଣୀ ଗୀତା ମେହେଟ୍ଟା ତାଙ୍କୁ ପଠାଇଥିଲୋ ମୋ ଫିଜିକାଲ ଫିଟ୍‌ନେସ୍ ପାଇଁ ମୋ ଭଉଣୀ ପଠାଇଥିଲେ ବୋଲି ନବୀନ କହିଛନ୍ତି ।ଅନ୍ୟପଟେ ଶ୍ରଦ୍ଧା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ନେଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ମନ୍ତବ୍ୟ.ରଖିଛନ୍ତି ।ସେକହିଛନ୍ତି ମନ୍ଦିର ଭିତରେ କିଏ ନା ମୁଁ କଦଳୀ ଖାଇନି ଭଳି ମୁଖ୍ୟମନ୍ତ୍ରୀ ଆମକୁ ଠକିବାକୁ ଚେଷ୍ଟା କରିଛନ୍ତି କହିଛନ୍ତି ଜୟନାରାୟଣ । ଗୀତା ମେହେଟ୍ଟାଙ୍କୁ ଏକଥା ପଚାରିବାକୁ ଆମେ କଣ ସ୍ୱର୍ଗକୁ ଯିବୁ । ଓଡ଼ିଶାରେ କଣ ଫିଜିଓ ଥେରାପିଷ୍ଟ ନାହାନ୍ତି, ଗୋଆରୁ ଆଣିବେ ବୋଲି ଜୟନାରାୟଣ କହିଛନ୍ତି ।

 

Leave A Reply

Your email address will not be published.