ସମ୍ବଲପୁର,୨୪/୮(ଏସ ଏସ ନିଉଜ) ଅର୍ଥ ଲଗାଣକାରୀ ସଂସ୍ଥା କର୍ମଚାରୀଙ୍କଠୁ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ନିଜେ ହଡପ କରି ଲୁଟ କାହାଣୀ କରିଥିବା ପ୍ରେସମିଟରେ ଏସ୍ପି ସୂଚନା ଦେଇଛନ୍ତି। ଅଭିଯୋଗକାରୀ ଏଜେଣ୍ଟ ସହ ୩ ଗିରଫ , ୫୪ ହଜାର ଲୁଟ୍ ଅଭିଯୋଗ ଥିଲା।

Prev Post
Next Post