ନିଜର ଗୁପ୍ତାଙ୍ଗକାଟିଲେ ବିଚାରାଧୀନକଏଦୀ

0 101

ଭଦ୍ରକ,୩୦ା୯(ଏସଏସନିଉଜ) ବ୍ଲେଡରେ ନିଜ ଦେହକୁ କାଟି ପକାଇଲେ ବିଚାରାଧୀନ କଏଦୀାଭଦ୍ରକଜିଲ୍ଲା କାରାଗାରରେ ଘଟିଛି ଏହିଭଳି ଅଭାବନୀୟ ଘଟଣା । ଜେଲରେ ବନ୍ଦୀ ଜୀବନ ବିତାଉଥିବା ସୁଶାନ୍ତ ମାଝୀ ଶୌଚଯିବାକୁ କହି ବାଥରୁମ୍ ଭିତରେ ପଶିଯାଇଥିଲେ । ନିଜ ମାନସିକ ଭାରସାମ୍ୟହରାଇ ନିଜର ଗୁପ୍ତାଙ୍ଗକୁ ମଶା ଧୂପ ଦିଆ ବ୍ଲେଡ଼ରେ ଅଧା କାଟିବାସହ ନିଜ ହାତକୁ ମଧ୍ୟ କାଟି ଦେଇଥିଲା।ତାଙ୍କୁ ଚିକିସ୍‌ାପାଇଁ ପ୍ରଥମେ ଭଦ୍ରକ ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ଓ ପରେ ଅବସ୍ଥା ସଂକଟାପନ୍ନ ହେବାରୁ ପରେ କଟକ ବଡଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।ପତ୍ନିଙ୍କୁ ନିର୍ଯ୍ୟାତନା ଦେବା ଅଭିଯୋଗରେ ସେ ଗିରଫ ହୋଇଥିଲେ ।

 

Leave A Reply

Your email address will not be published.