ନୀତୀଶଙ୍କ ନିଆରା ରେକର୍ଡ

0 143

ଭୁବନେଶ୍ୱର,୧୦/୮(ଏସଏସନିଉଜ) ବିହାରରେ ନୂଆ ମହାମେଣ୍ଟ ସରକାରର ଆଜି ଶପଥ ଗ୍ରହଣ ଉତ୍ସବ ହେବ । ରାଜଭବନରେ ଶପଥ ନେବେ ବିହାରର ନୂଆମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ବୋଲି ଆରଜେଡି ପକ୍ଷରୁ ଟୁଇଟ ମାଧ୍ୟମରେ ସୂଚନା ଦିଆଯାଇଛି ।ମହାଗଠବନ୍ଧନ ପାର୍ଟ ଟୁ ସରକାରରେ ନୀତିଶ କୁମାର ମୁଖ୍ୟମନ୍ତ୍ରୀ ଏବଂ ତେଜସ୍ୱୀ ଯାଦବ ଉପମୁଖ୍ୟମନ୍ତ୍ରୀ ହେବେ ବୋଲି ସୂଚନା ମିଳିଛି । ମନ୍ତ୍ରିମଣ୍ଡଳରେ କିଏ ସଦସ୍ୟ ରହିବ, ସେ ନେଇ ନିଷ୍ପତ୍ତି ନେବାକୁ ନୀତୀଶଙ୍କୁ ବିଶେଷ ଅଧିକାର ଦିଆଯାଇଛି ।ନୀତୀଶଙ୍କ ନିଆରା ରେକର୍ଡ। ୮ ଥର ପାଇଁ ହେବେ ମୁଖ୍ୟମନ୍ତ୍ରୀ। ମାର୍ଚ୍ଚ ୨୦୦୦ରେ ପ୍ରଥମ ଥର ପାଇଁ ଶପଥ ନେଇଥିଲେ ନୀତୀଶ।

Leave A Reply

Your email address will not be published.