ନୂଆ ଆପ୍ ସରଇ

0 204

ଭୁୁବନେଶ୍ୱର,୧୬/୮(ଏସଏସନିୟୁଜ)ରାଜଧାନୀ ଭୁବନେଶ୍ୱରରେ ହୋଟେଲ ଓ ଲଜ୍ ପାଇଁ ନୂଆ ଆପ୍ ଲଞ୍ଚ ହୋଇଛି ।ଯାହାର ନାଁ ରହିଛି ‘ସରଇ’ । ଏହି ଆପ୍ଲିକେସନ ଜରିଆରେ ହୋଟେଲ ଓ ଲଜ୍ ମାଲିକମାନେପ୍ରତ୍ୟେକ ଦିନ ଆସୁଥିବା, ଯାଉଥିବା ଗ୍ରାହକଙ୍କ ବିବରଣୀ ବିବରଣୀ ଦେଇପାରିବେ । ଭୁବନେଶ୍ୱରକୁ ଡ୍ରଗ୍ସ ମୁକ୍ତ କରିବା ପାଇଁ ଆରମ୍ଭ ହୋଇଛି ଏହି ଅପରେସନ ବୋଲି ଏନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

Leave A Reply

Your email address will not be published.