ନୂଆବର୍ଷରେ ନୂଆ ପୁଲିସ ମୁଖିଆ!

0 75

ଭୁବନେଶ୍ବର,୧୧ା୧୧(ଏସଏସନିଉଜ) ନୂଆବର୍ଷରେ ଓଡ଼ିଶାବାସୀଙ୍କୁ ନୂଆ ପୁଲିସ ମୁଖିଆ ମିଳିବାର ‌ଆଶା କରାଯାଉଛି। ଆସନ୍ତା ଡିସେମ୍ବର ୩୧ ତାରିଖରେ ଏବେକାର ପୁଲିସ ଡ଼ିଜି ସୁନୀଲ ଵଂଶଲଙ୍କ କାର‌୍ୟ୍ୟକାଳ ଶେଷ ହେବାକୁ ଯାଉଛି।ପରବର୍ତି ପୁଲିସ ଡ଼ିଜି କିଏ ହେବ ତାକୁ ନେଇ ପାୱାର କରିଡ଼ରରେ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ରାଜ୍ୟସରକାର ଏହାରି ଭିତରେ ନୂଆ ପୁଲିସ ଡ଼ିଜିଙ୍କ ପାଇଁ ୭ ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କ ନାଁ ସୁପାରିସ କରିଛନ୍ତି। ସୂଚନାଯୋଗ୍ୟ, ଆଇପିଏସ୍ ସୁନୀଲ ବଂଶଲ ମୟୂରଭଂଜ ଏସପି ଭାବେ ପୁଲିସ କ୍ୟାରିଅର ଆରମ୍ଭ କରିଥିଲେ। ପରେ ସେେ କେନ୍ଦ୍ରୀୟ ଡେପୁଟେସନରେ ଯାଇ ଦୀର୍ଘ ୨୭ ବର୍ଷ ପରେ ପୁଣି ଥରେ ଓଡିଶାକୁ ଫେରି ଗତବର୍ଷ ଡିସେମ୍ବର ୩୧ ତାରିଖରେ ଡିଜିପି ଦାୟିତ୍ବ ଗ୍ରହଣ କରିଥିଲେ।

 

Leave A Reply

Your email address will not be published.