ନୂପୁରଶର୍ମାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ସୁପ୍ରିମକୋର୍ଟ

0 140

ଭୁବନେଶ୍ୱର,୧୯/୭(ଏସଏସନିଉଜ) ନୂପୁର ଶର୍ମାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ସୁପ୍ରିମକୋର୍ଟ ।ଅଗଷ୍ଟ ୧୦ ପର୍ଯ୍ୟନ୍ତ ଗିରଫ କରାଯାଇପାରିବ ନାହିଁ । ଗିରଫଦାରିରୁ ସୁରକ୍ଷା ଓ ସବୁ ଏଫଆଇଆରକୁ ଦିଲ୍ଲୀକୁ ଆଣିବାକୁ ସେ ଆବେଦନ କରିଥିଲେ । ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଜେବି ପାର୍ଦିଓ୍ବାଲାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି ।

Leave A Reply

Your email address will not be published.