ଓଲଟିଲା ବସ୍

0 198

ପିପିଲି,୧୧/୭(ଏସଏସନିଉଜ) ପୁରୀରୁ ଭୁବନେଶ୍ୱର ଆସୁଥିବା ଶାରଳା ନାମକ ଏକ ଘରୋଇ ବସ୍ ସାତଶଙ୍ଖ ଛକରେ ଦୁର୍ଘଟଣାଗ୍ରସ୍ଥ ହୋଇଛି । ବର୍ଷା ଯୋଗୁଁ ଭାରସାମ୍ୟ ହରାଇ ବସଟି ରାସ୍ତା ଡିଭାଇଡରରେ ପିଟିହୋଇ ଓଲଟି ପଡ଼ିଥିଲା। ଫଳରେ ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ ପ୍ରାୟ ୩୫ ଜଣ ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ରାଜଧାନୀର କ୍ୟାପିଟାଲ୍ ହସ୍ପିଟାଲ, ପିପିଲି, ମଙ୍ଗଳପୁର ଓ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.