ଓଡ଼ିଶାରେ ରାହୁଲ ଗାନ୍ଧି

0 45

ଭୁବନେଶ୍ୱର,୬ା୨(ଏସଏସନିଉଜ) ଓଡ଼ିଶାରେ ପହଁଚିଲା ରାହୁଲ ଗାନ୍ଧିଙ୍କ ଭାରତଯୋଡ଼ ନ୍ୟାୟ ଯାତ୍ରା ।ଝାଡ଼ଖଣ୍ଡରୁ ଆସି ବୀରମିତ୍ରପୁରରେ ପହଞ୍ଚିଲେ ରାହୁଲ ଗାନ୍ଧି ।ବୀରମିତ୍ରପୁରରେ ସ୍ୱାଗତ ଜଣାଇଲେ ରାଜ୍ୟ କଂଗ୍ରେସ ନେତା ।ଓଡ଼ିଶାକୁ ଆସି ଆଜି ବହୁତ ଭଲ ଲାଗୁଛି କହିଛନ୍ତି ରାହୁଲ ।ଘୃଣାର ବଜାରରେ ଆପଣମାନେ ପ୍ରେମର ଦୋକାନ ଖୋଲିଲେ ।ଭାରତକୁ ଯୋଡ଼ିବା ମୋର ଏହି ଯାତ୍ରାର ମୂଳ ଉଦ୍ଦେଶ୍ୟ ।ଆଦିବାସୀ, ଦଳିତ, କୃଷକ, ମହିଳାଙ୍କ ପ୍ରତି ଅନ୍ୟାୟ ପ୍ରତିବାଦରେ ଏ ଯାତ୍ରା ।ଆଗାମୀ ୩ ଦିନ ଯାଏଁ ମୁଁ ଓଡ଼ିଶାରେ ରହିବି ଓ ଲୋକଙ୍କ କଥା ଶୁଣିବି ବୋଲି କହିଛନ୍ତି ।

Leave A Reply

Your email address will not be published.