ଓଡ଼ିଶାରେ ତିଆରିହେବ ପ୍ରତିରକ୍ଷାଯନ୍ତ୍ରାଂଶ

0 57

ଭୁବନେଶ୍ୱର,୨୩।୨(ଏସଏସନିଉଜ)ଓଡ଼ିଶାରେ ତିଆରି ହେବ ପ୍ରତିରକ୍ଷା ଓ ବିମାନ ଯନ୍ତ୍ରାଂଶ।
ରାଜ୍ୟସରକାରଙ୍କ ସହ କଲ୍ୟାଣୀଷ୍ଟିଲର ଏମଓୟୁ ସ୍ବାକ୍ଷର ହୋଇଛି।ଟିଟାନିୟମ୍ ଓ ଏରୋସ୍ପେସ୍ କମ୍ପୋନେଣ୍ଟ ମାନୁଫାକ୍ଚରିଂ ୟୁନିଟ୍‌ ତିଆରି ହେବ।ଢେଙ୍କାନାଳ ଗଜମରାରେ ୧୧ଶହ ଏକର ଜମି ଚିହ୍ନଟ ହୋଇଛି।ସେପ୍ଟେମ୍ବରରୁ ଆରମ୍ଭ ହେବ ପ୍ରକଳ୍ପ କାମ ଓ ୨୪ ମାସରେ ଉତ୍ପାଦନ ହେବ।୨ପର୍ଯ୍ୟାୟରେ ପୁଞ୍ଜିନିବେଶ କରାଯିବାକୁ ଲକ୍ଷ ରଖାଯାଇ ଥିବାବେଳେ ପ୍ରଥମ ୧୧ ହଜାର ୭୫୦କୋଟି ନିବେଶ ହେବ।

Leave A Reply

Your email address will not be published.