ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

0 144

ଭୁବନେଶ୍ୱର,୩।୫(ଏସଏସ ନିଉଜ)କାଲି ଓଡ଼ିଶାଆସୁଛନ୍ତି ରାଷ୍ଟ୍ରପତି।ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ରାଇରଙ୍ଗପୁର ଆସୁଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ ସମୟର କାର୍ଯ୍ୟସୂଚୀ ଆସି ପହଂଚିଛି।
୪ ତାରିଖ ୧୦ଟା ୧୫ରେ ବାଦାମପାହାଡ ପହଞ୍ଚିବେ।
୧୨ଟା ୫୫ରେ ବ୍ରହ୍ମକୁମାରୀ ସେଣ୍ଟର ଗସ୍ତ କରିବେ।ନିଶାମୁକ୍ତ ଓଡ଼ିଶା କ୍ୟାମ୍ପେନର ଶୁଭାରମ୍ଭ କରିବେ।୪ଟା୨୫ରେ ମହୁଲଡ଼ିହାରେ ପତାକା ଉତ୍ତୋଳନ କରିବେ।

Leave A Reply

Your email address will not be published.