ଓଲଟିଲା ଯାତ୍ରୀବାହୀ ବସ୍

ଦଶପଲ୍ଲା,୨୫।୭(ଏସଏସନିଉଜ)କଟକରୁ ବଲାଙ୍ଗୀର ଅଭିମୁଖେ ଯାଉଥିବା ମିଶ୍ର ନାମକ ଏକ ଘରୋଇବସ୍ ଦଶପଲ୍ଲା ଥାନା ସରିଗଣ୍ଡା ଛକ ନିକଟରେ ଘଟିଛି ଦୁର୍ଘଟଣାଗ୍ରସ୍ତ ହୋଇଛି।ଦୁର୍ଘଟଣା ପରେ ଗାଡ଼ି ଛାଡ଼ି ଚାଳକ ଫେରାର ହୋଇଯାଇଛି ଓ ୪ ଜଣ ଗରୁତର ଆହତ,୧୭ରୁ ଅଧିକ ଆହତ
ହୋଇଥିବାର ଜଣାପଡିଛି। ଦଶପଲ୍ଲା ଥାନା ସରିଗଣ୍ଡା ଛକ ନିକଟରେ ଏକ ଟ୍ରକ୍‌କୁ ସାଇଡ ମାରିବାକୁ ଯାଇ ରାସ୍ତାକଡ଼ ବିଲ ଭିତରେ ଓଲଟି ପଡ଼ିଲା ବସ୍।ଆହତମାନଙ୍କୁ ପ୍ରଥମେ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ ନୟାଗଡ଼ ସ୍ଥାନାନ୍ତର କରାଯାଇଛି।

- Advertisement -

Leave A Reply

Your email address will not be published.