ଓଲଟିଲା ବସ୍‌,୨୫ଆହତ

0 151

ଭୁବନେଶ୍ୱର,୧୩।୩(ଏସଏସ ନିଉଜ)ବାରିପଦା-ବେତନଟୀ ରାସ୍ତାରେ ଓଲଟିଲା ବସ୍‌ ।ଯାହାଫଳରେ ୨୫ଜଣ ଆହତ ହୋଇଛନ୍ତି।NH-୧୮ର କୃଷ୍ଣଚନ୍ଦ୍ରପୁର ନିକଟରେ ଚକା ଫାଟିଯିବାରୁ ଭାରସାମ୍ୟ ହରାଇ ଓଲଟିପଡିଥିଲା ।୨୫ ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବାର ଜଣା ପଡିଛି।ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଥିବାବେଳେ ସମସ୍ତେ PRMରେ ଭର୍ତ୍ତି।ବସ୍‌ଟି ରାଇରଙ୍ଗପୁରରୁ ଭୁବନେଶ୍ବର ଆସିବା ବେଳେ ଦୁର୍ଘଟଣା ଘଟିଛି।

Leave A Reply

Your email address will not be published.