ଓଲଟିଲା ଗ୍ୟାସ୍ ସିଲିଣ୍ଡରବୋଝେଇ ଟ୍ରକ୍

0 82

କଟକ,୧୮ା୯(ଏସଏସନିଉଜ) ଶିଖରପୁର ଅଞ୍ଚଳରେ ଗ୍ୟାସସିଲିଣ୍ଡର ବୋଝେଇ ଟ୍ରକ ଓଲଟି ପଡ଼ିବା ପରେ ରାସ୍ତା ଉପରେ ଗ୍ୟାସ ସିଲିଣ୍ଡର ବିଛାଡି ହୋଇପଡ଼ିଥିଲା । ଫଳରେ କିଛି ସମୟରେ ପାଇଁ ଯାତାୟତ ପ୍ରଭାବିତ ହୋଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସିଲିଣ୍ଡରକୁ ରାସ୍ତାରୁ ହଟାଇଛି।ଏହାପରେ କ୍ରେନ ସହାୟତାରେ ଓଲଟି ପଡ଼ିଥିବା ଟ୍ରକକୁ ଉଠାଇବା ସହ ରାସ୍ତା ସଫା କରାଯିବ।ତେବେ ଦୁର୍ଘଟଣା ପରେ ମଧ୍ୟ କୌଣସି ସିଲିଣ୍ଡର ଲିକ୍ ହୋଇନଥିବା ଜଣାପଡିଥିଲା ।

 

Leave A Reply

Your email address will not be published.