ପହିଲାରୁ ମିଳିବ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ

0 173

ଭୁବନେଶ୍ୱର, ୧୯/୮(ଏସଏସନିୟୁଜ) ପହିଲାରୁ ମିଳିବ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ।ଭକ୍ତମାନେ କୋଭିଡ ନିୟମ ପାଳନ କରି ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିପାରିବେ ।ଏନେଇ ବୁଧବାର ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମନ୍ଦିର ପରିଚାଳନା ବୋର୍ଡ ବୈଠକରେ ନିଷ୍ପତ୍ତି ହୋଇଛି । ଗର୍ଭଗୃହକୁ ଶ୍ରଦ୍ଧାଳୁଙ୍କ ପ୍ରବେଶ ପାଇଁ ବାରଣ କରାଯାଇଥିବା ବେଳେ ଆଡ଼ପ ମଣ୍ଡପରେ ରହି ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଅନୁମତି ଦିଆଯାଇଛି ।

Leave A Reply

Your email address will not be published.