ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ

0 111

ଭୁବନେଶ୍ୱର,୧୯/୬(ଏସ ଏସ ନିଉଜ)ସାରା ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଛି । ପ୍ରାକ୍ ମୌସୁମୀ ବର୍ଷା ମୌସୁମୀ ଅଗ୍ରସର ପାଇଁ ବାଟ ଫିଟାଉଛି ।ଓଡ଼ିଶାର ଅନ୍ୟ ଅଞ୍ଚଳକୁ ମୌସୁମୀ ଅଗ୍ରସର ପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ହେଉଥିବା ବେଳେ ଆଗାମୀ ୫ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାର ଜଣାପଡିଛି ।

Leave A Reply

Your email address will not be published.